Hello Guys...
Here You Can Watch Your Favourite Place , Daily News Update And Entertainment Programs.

Daily Update For Subscribe My Channel And Press The Bell Icon.

Thank You .


News , Blog & Entertainment...

___________



_____________


My Contract:-

Email_ expressdhanush@gmail.com

Phone No._ 9853124384


Dhanush Express

ଖୋଲିବ ସିଆରିଆ ନାଳର ଗୁମର କଥା
#cuttacknews
#badambanews
‪@Dhanushexpress‬

2 days ago | [YT] | 5

Dhanush Express

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୨୦_୨_୨୦୨୬_ଶୁକ୍ରବାର
*ସମ୍ବତ୍ସର-ସିଦ୍ଧାର୍ଥ*
*ଫାଲଗୁନମାସ- ଶୁକ୍ଳପକ୍ଷ*
*ତିଥି- ତୃତୀୟା ଦିବା ଘ୦୨/୩୨ ଗତେ ଚତୁର୍ଥୀ*
*ନକ୍ଷତ୍ର- ଉତ୍ତରଭାଦ୍ର ରାତ୍ରି ଘ୦୮/୩୬ ଗତେ ରେବତୀ*
*ଚନ୍ଦ୍ର- ମୀନ*
*ଯୋଗ- ସାଧ୍ୟ*
*କରଣ - ଗର*
*ସୌରମାସ- କୁମ୍ଭ ୦୮ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃଘ୦୬/୧୭/୨୮*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୫/୩୬*
*✧═════•❁❀
*ଯୋଗିନୀ ଅଗ୍ନିକୋଣେ ଦିବା ଘ୦୨/୩୨ ଗତେ ନୈରୁତେ*
*ଧନୁ ରାଶିର ଘାତଚନ୍ଦ୍ର*
*ବିଛା,ଧନୁ ଓ ମୀନ ରାଶିର ଘାତବାର*
*ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଚତୁର୍ଥୀ ର ପାର୍ବଣ ଶ୍ରାଦ୍ଧ*
*ମୃତେ ପୁଷ୍କର ଦୋଷ ନାସ୍ତି*
*✧═════•❁❀❁•═══*
*କାଳବେଳା ଓ ବାରବେଳା- ଦିବା ଘ୦୯/୦୬ ଗତେ ଘ୧୧/୫୭ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୫୪ ମଧ୍ୟେ ଓ ଘ୦୮/୪୧ ଗତେ ଘ୦୯/୦୫ ମଧ୍ୟେ ଓ ଘ୦୧/୩୦ ଗତେ ଘ୦୩/୦୬ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୩୦ ଗତେ ଘ୧୧/୧୯ ମଧ୍ୟେ*
═✧*══•❁❀❁•═*════✧
*ଅଦ୍ୟ ପୋଟଳ ଦିବା ଘ୦୨/୩୨ ଗତେ ମୂଳା ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌷👉କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।*
*✧═════•❁❀❁•═════✧*
*🌹ବୃଷ🌷👉ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।*
*✧═════•❁❀❁•═════✧*
*🌹ମିଥୁନ🌷👉ବନ୍ଧୁମାନଙ୍କ ସାହାଯ୍ୟରେ ଭାଙ୍ଗି ପଡିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍‌ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବନ୍ଧୁଙ୍କ ପ୍ରତିଶ୍ରୁତି ଦେଇ ଶେଷ ରେ ନାସ୍ତିବାଣୀ ଶୁଣାଇବେ। କର୍ମକ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।*
*✧═════•❁❀❁•═════✧*
*🌹କର୍କଟ🌷👉ଭାବପ୍ରବଣତାବଶତଃ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି।*
*✧═════•❁❀❁•═════✧*
*🌹ସିଂହ🌷👉ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।*
*✧═════•❁❀❁•═════✧*
*🌹କନ୍ୟା🌷👉ପାରିବାରିକ ସ୍ତରରେ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ପୁରାତନ ରୋଗର ପୀଡା ଅନୁଭବ କରି ପାରନ୍ତି। ସାହିତ୍ୟ,କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ।*
*✧═════•❁❀❁•═════✧*
*🌹ତୁଳା🌷👉ଆନୁଷ୍ଠାନିକ କାମରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।*
*✧═════•❁❀❁•═════✧*
*🌹ବିଛା🌷👉ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ। ଗତକାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେ।*
*✧═════•❁❀❁•═════✧*
*🌹ଧନୁ🌷👉ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବା ସହ ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।*
*✧═════•❁❀❁•═════✧*
*🌹ମକର🌷👉ବନ୍ଧୁଙ୍କ ଆନ୍ତରିକତାର ପରାମର୍ଶକୁ ନିର୍ବିବାଦରେ ଗହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ସମସ୍ୟା ସମାଧାନ କରିପାରିବେ।*
*✧═════•❁❀❁•═════✧*
*🌹କୁମ୍ଭ🌷👉ସରଳ ଭାବରେ କୌଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇଲେ ଉପକୃତ ହୋଇପାରିବେ। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।*
*✧═════•❁❀❁•═════✧*
*🌹ମୀନ🌷👉ଆଜିର ନିଜଲକ୍ଷ୍ୟ ପୂରଣ ହେବାରେ ଜଣେ ଅଜଣାବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କୈାଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ଦେଖାଦେଇପାରେ।*
#Goodmorning
#Dhanushexpress

2 days ago | [YT] | 39

Dhanush Express

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୧୯_୨_୨୦୨୬_ଗୁରୁବାର
*ସମ୍ବତ୍ସର-ସିଦ୍ଧାର୍ଥ*
*ଫାଲଗୁନମାସ- ଶୁକ୍ଳପକ୍ଷ*
*ତିଥି- ଦ୍ଵିତୀୟା ଦିବା ଘ୦୪/୫୭ ଗତେ ତୃତୀୟା*
*ନକ୍ଷତ୍ର- ପୁର୍ବଭାଦ୍ର ରାତ୍ରି ଘ୦୯/୨୬ ଗତେ ଉତ୍ତରଭାଦ୍ର*
*ଚନ୍ଦ୍ର- କୁମ୍ଭ ଦିବା ଘ୦୩/୩୬ ଗତେ ମୀନ*
*ଯୋଗ- ସିଦ୍ଧି*
*କରଣ - କୌଳବ*
*ସୌରମାସ- କୁମ୍ଭ ୦୭ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃଘ୦୬/୧୮/୦୮*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୪/୫୬*
*✧═════•❁❀
*ଯୋଗିନୀ ଉତ୍ତରେ ଦିବା ଘ୦୩/୫୭ ଗତେ ଅଗ୍ନିକୋଣେ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ତୁଳା ଓ କୁମ୍ଭ ରାଶିର ଘାତବାର*
*ଦ୍ୱିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଦ୍ଵିପାଦ ଓ ଦିବା ଘ୦୩/୫୭ ଗତେ ରାତ୍ରି ଘ୦୯/୨୬ ମଧ୍ୟେ ଏକପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା ଓ ବାରବେଳା- ଦିବା ଘ୦୨/୫୩ ଗତେ ଘ୦୫/୪୫ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ରାତ୍ରି ଘ୧୨/୫୫ ଗତେ ଘ୦୩/୧୯ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୫୪ ମଧ୍ୟେ ଓ ଘ୧୧/୦୫ ଗତେ ଘ୦୧/୩୦ ମଧ୍ୟେ*
═✧*══•❁❀❁•═*════✧
*ଅଦ୍ୟ ବୋଇତିକଖାରୁ ଦିବା ଘ୦୩/୫୭ ଗତେ ପୋଟଳ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌷ମେଷ🌹👉 ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।*
*✧═════•❁❀❁•═════✧*
*🌷ବୃଷ 🌹👉: ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ଅଟେ।*
*✧═════•❁❀❁•═════✧*
*🌷ମିଥୁନ🌹👉 : ଆଜି ଅପଙ୍କୁ ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।*
*✧═════•❁❀❁•═════✧*
*🌷କର୍କଟ🌹👉: ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।*
*✧═════•❁❀❁•═════✧*
*🌷ସିଂହ🌹👉 : ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।*
*✧═════•❁❀❁•═════✧*
*🌷କନ୍ୟା 🌹👉: କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ବଜାୟରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ।*
*✧═════•❁❀❁•═════✧*
*🌷ତୁଳା🌹👉: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ସମ୍ଭାଳିକରି ଚାଲିବାକୁ ଉପଦେଶ।*
*✧═════•❁❀❁•═════✧*
*🌷ବିଛା 🌹👉: ଆଜିର ଦିନଟି ଏକ ସ୍ମରଣୀୟ ଦିନ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ହେବ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ।*
*✧═════•❁❀❁•═════✧*
*🌷ଧନୁ🌹👉ଆଜି ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ।*
*✧═════•❁❀❁•═════✧*
*🌷ମକର🌹👉 : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ବ୍ୟୟ ବଢିପାରେ ।ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ।*
*✧═════•❁❀❁•═════✧*
*🌷କୁମ୍ଭ 🌹👉: ଆଜି ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଧନଲାଭ ହୋଇପାରେ।*
*✧═════•❁❀❁•═════✧*
*🌷ମୀନ🌹👉: ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାର ପ୍ରସ୍ତୁକରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଦୂରଯାତ୍ରାର ଯୋଗ ଅଛି।*
#nilamadhab
#morningdarsan

3 days ago | [YT] | 129

Dhanush Express

ପ୍ରଭୁ ଶ୍ରୀ ନୀଳମାଧବଙ୍କ ଦର୍ଶନ କରନ୍ତୁ..
#nilamadhab
#morningdarsan

5 days ago | [YT] | 146

Dhanush Express

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୧୭_୨_୨୦୨୬_ମଙ୍ଗଳବାର
*ସମ୍ବତ୍ସର-ସିଦ୍ଧାର୍ଥ*
*ଫାଲଗୁନମାସ- କୃଷ୍ଣପକ୍ଷ*
*ତିଥି- ଅମାବାସ୍ୟା ସନ୍ଧ୍ୟା ଘ୦୫/୪୨ ଗତେ ପ୍ରତିପଦ*
*ନକ୍ଷତ୍ର- ଧନିଷ୍ଟା ରାତ୍ରି ଘ୧୦/୦୫ ଗତେ ଶତଭିଷା*
*ଚନ୍ଦ୍ର- ମକର ଦିବା ଘ୦୯/୫୪ ଗତେ କୁମ୍ଭ*
*ଯୋଗ- ପରିଘ*
*କରଣ - ନାଗ*
*ସୌରମାସ- କୁମ୍ଭ ୦୫ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃଘ୦୬/୧୯/୧୫*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୩/୫୬*
*✧═════•❁❀
*ଯୋଗିନୀ ଐଶାନ୍ୟେ ସନ୍ଧ୍ୟା ଘ୦୫/୪୨ ଗତେ ପୂର୍ବେ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ମକର ରାଶିର ଘାତବାର*
*ଅମାବାସ୍ୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଏକ ପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା -ଦିବା ଘ୦୧/୨୫ ଗତେ ଘ୦୨/୫୩ ମଧ୍ୟେ*
*ବାରବେଳା- ଦିବା ଘ୦୭/୪୦ ଗତେ ଘ୦୯/୦୮ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୦୮ ଗତେ ଘ୧୧/୦୬ ମଧ୍ୟେ ଓ ଘ୦୩/୫୪ ଗତେ ଘ୦୫/୩୦ ମଧ୍ୟେ ରାତ୍ରି ଘ୦୬/୩୦ ଗତେ ଘ୦୮/୫୫ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═*════✧
*ଅଦ୍ୟ ଆମିଷ ସନ୍ଧ୍ୟା ଘ୦୫/୪୨ ଗତେ ପାଣିକଖାରୁ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉ଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ।*
*✧═════•❁❀❁•═════✧*

*🌹ବୃଷ🌹👉ଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ ଅଥବା ପାଖ ପଡୋଶୀମାନେ ସହଯୋଗର ହାତ ବଢାଇପାରନ୍ତି।*

*✧═════•❁❀❁•═════✧*
*🌹ମିଥୁନ🌹👉ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟସତ୍ୟ କହି ତିକ୍ତତା ସୃଷ୍ଟି କରିପାରନ୍ତି। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।*
*✧═════•❁❀❁•═════✧*
*🌹କର୍କଟ 🌹👉ଆଜି ମାନସିକ ଅସ୍ତିରତା ଓ ବ୍ୟସ୍ତତା ମଧ୍ୟରେ ସମୟ ଅତିବାହିତ ହୋଇପାରେ । ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦିତ ହୋଇପାରନ୍ତି। ମାଲିମକଦ୍ଦମା ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଉପୁଜିପାରେ। ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।*

*✧═════•❁❀❁•═════✧*
*🌹ସିଂହ🌹👉ବିଭିନ୍ନ ପ୍ରକାରର ଯୋଜନା କରିବା ସକାଶେ ଚିନ୍ତାକଲେ ମଧ୍ୟ ପ୍ରତିକୂଳ ପାରିପାର୍ଶ୍ୱିକ ସ୍ଥିତି ତାହା କରାଇଦେଇ ନ ପାରେ। ପୂର୍ବରୁ ରହିଥିବା ଋଣ ଭାରରେ ଅତିଷ୍ଠ ହେବେ ମାତ୍ର ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ। ସମସ୍ୟା ସରଳ ସମାଧାନ କରିବାରେ ସଫଳ ହେବେ।*

*✧═════•❁❀❁•═════✧*
*🌹କନ୍ୟା🌹👉ଆଜି ଦିନଟିରେ ଯାହା କିଛି ପାଇବାର ଆଶା କରିବେ ତାହା ପୂରଣ ହୋଇପାରିବ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟିର କଥା ମନକୁ ବାଧିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ।ଆଜି ଭ୍ରାତୃବିବାଦ କିମ୍ବା ଜମିଜମା ବିବାଦ ଦେଖାଦେଇପାରେ।*
*✧═════•❁❀❁•═════✧*

*🌹ତୁଳା🌹👉ସାମାନ୍ୟ ପ୍ରତିବନ୍ଧକ ମଧ୍ୟରେ ବନ୍ଧୁଙ୍କ ନିକଟରୁ ଆସାକରିଥିବା ଅର୍ଥପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ। ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବେ।*

*✧═════•❁❀❁•═════✧*
*🌹ବିଛା🌹👉ଆଜି ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ନିଜ ପରିବାରର ସଦସ୍ୟମାନଙ୍କ ଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ପଡୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।*

*✧═════•❁❀❁•═════✧*
*🌹ଧନୁ🌹👉କୌଣସି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।ଅଫିସରେ ସହକର୍ମୀ ମାନଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସିରେ କଟିଯିବ। ପିଲାମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।*
*✧═════•❁❀❁•═════✧*

*🌹ମକର🌹👉ଆଜି ଅସାବଧାନତା ହେତୁ ଦ୍ରବ୍ୟ ଓ ଧନ ହାନି ଘଟିପାରେ।ପ୍ରିୟ ବନ୍ଧୁଟିର ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଅହେତୁକ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ ।*

*✧═════•❁❀❁•═════✧*
*🌹କୁମ୍ଭ🌹👉ଆଜି ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ବିତର୍କର ସୂତ୍ରପାତ ଘଟିପାରେ। ସାହିତ୍ୟ, ସାମ୍ବାଦିକତା,ଚଳଚ୍ଚିତ୍ର ଓ ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।ନିଜଲୋକ ମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ମନକୁ ବେଶି ବାଧିବ।*

*✧═════•❁❀❁•═════✧*
*🌹ମୀନ🌹👉ଆଜି ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରିବେ।*
#Charchika
#morningdarsan

5 days ago | [YT] | 62

Dhanush Express

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୧୬_୨_୨୦୨୬_ସୋମବାର
*ସମ୍ବତ୍ସର-ସିଦ୍ଧାର୍ଥ*
*ଫାଲଗୁନମାସ- କୃଷ୍ଣପକ୍ଷ*
*ତିଥି- ଚତୁର୍ଦ୍ଦଶୀ ସନ୍ଧ୍ୟା ଘ୦୫/୫୩ ଗତେ ଅମାବାସ୍ୟା*
*ନକ୍ଷତ୍ର- ଶ୍ରବଣ। ରାତ୍ରି ଘ୦୯/୪୩ ଗତେ ଧନିଷ୍ଟା*
*ଚନ୍ଦ୍ର- ମକର*
*ଯୋଗ- ବାରୀୟ।ନ୍*
*କରଣ - ଶକୁନି*
*ସୌରମାସ- କୁମ୍ଭ ୦୪ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃଘ୦୬/୧୯/୪୫*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୩/୧୬*
*✧═════•❁❀
*ଯୋଗିନୀ ପଶ୍ଚିମେ ସନ୍ଧ୍ୟା ଘ୦୫/୫୩ ଗତେ ଐଶାନ୍ୟେ*
*ସିଂହ ରାଶିର ଘାତଚନ୍ଦ୍ର*
*ମିଥୁନରାଶିର ଘାତବାର*
*ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ପୁଷ୍କର ଦୋଷ ନାସ୍ତି*
*✧═════•❁❀❁•═══*
*କାଳବେଳା -ଦିବା ଘ୦୭/୪୩ ଗତେ ଘ୦୯/୧୦ ମଧ୍ୟେ*
*ବାରବେଳା- ଦିବା ଘ୦୨/୫୦ ଗତେ ଘ୦୪/୧୮ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୪୨ ମଧ୍ୟେ ଓ ଘ୧୧/୦୭ଗତେ ଘ୦୧/୩୩ ମଧ୍ୟେ ରାତ୍ରି ଘ୦୬/୩୨ ଗତେ ଘ୦୮/୫୨ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୧୯ ଗତେ ଘ୦୬/୩୨ ମଧ୍ୟେ*
═✧*══•❁❀❁•═*════✧
*ଅଦ୍ୟ ବିରି ସନ୍ଧ୍ୟା ଘ୦୫/୫୩ ଗତେ ଆମିଷ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍‌ ଖୋଜ ଖବର ପାଇପାରନ୍ତି।*
*✧═════•❁❀❁•═════✧*
*🌹ବୃଷ🌹👉ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ।*

*✧═════•❁❀❁•═════✧*
*🌹ମିଥୁନ🌹👉ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମା ରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।*

*✧═════•❁❀❁•═════✧*
*🌹କର୍କଟ🌹👉ଆଜି ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ ଓ ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।*
*✧═════•❁❀❁•═════✧*
*🌹ସିଂହ 🌹👉ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପାଇପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ*,

*✧═════•❁❀❁•═════✧*
*🌹କନ୍ୟା🌹👉ଆଜି ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ।*
*✧═════•❁❀❁•═════✧*
*🌹ତୁଳା🌹👉ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।*

*✧═════•❁❀❁•═════✧*
*🌹ବିଛା🌹👉କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ସହ ବିଫଳ ହୋଇପାରନ୍ତି ।*

*✧═════•❁❀❁•═════✧*
*🌹ଧନୁ🌹👉ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହରାଇପାରନ୍ତି।*

*✧═════•❁❀❁•═════✧*
*🌹ମକର🌹👉ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଭ୍ରମଣ କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶା କରୁଥିବା ଫଳ ପାଇବେନାହିଁ ।ବ୍ୟୟ ଅଧିକ ହେବ।*
*✧═════•❁❀❁•═════✧*

*🌹କୁମ୍ଭ🌹👉ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଅର୍ଥୀକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।*
*✧═════•❁❀❁•═════✧*

*🌹ମୀନ🌹👉କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।*
#harharmahadeb
#morningdarsan

6 days ago | [YT] | 29

Dhanush Express

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୧୫_୨_୨୦୨୬_ରବିବାର
*ସମ୍ବତ୍ସର-ସିଦ୍ଧାର୍ଥ*
*ଫାଲଗୁନମାସ- କୃଷ୍ଣପକ୍ଷ*
*ତିଥି- ତ୍ରୟୋଦଶୀ ସନ୍ଧ୍ୟା ଘ୦୫/୨୭ ଗତେ ଚତୁର୍ଦ୍ଦଶୀ*
*ନକ୍ଷତ୍ର- ଉତ୍ତର।ଷାଢ଼। ରାତ୍ରି ଘ୦୮/୪୮ ଗତେ ଶ୍ରବଣ।*
*ଚନ୍ଦ୍ର- ମକର*
*ଯୋଗ- ବ୍ୟତିପାତ୍*
*କରଣ - ବାଣିଜ୍ୟ*
*ସୌରମାସ- କୁମ୍ଭ ୦୩ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃଘ୦୬/୨୦/୧୫*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୧/୪୬*
*✧═════•❁❀
*ଯୋଗିନୀ ଦକ୍ଷିଣେ ସନ୍ଧ୍ୟା ଘ୦୫/୨୭ ଗତେ ପଶ୍ଚିମେ*
*ସିଂହ ରାଶିର ଘାତଚନ୍ଦ୍ର*
*ମେଷ ରାଶିର ଘାତବାର*
*ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଦ୍ଵି ପାଦ ରାତ୍ରି ଘ୦୮/୪୮ ଗତେ ଏକପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା ଓ ବାରବେଳା- ଦିବା ଘ୧୦/୩୩ ଗତେ ଘ୦୧/୨୪ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୮ ଗତେ ଘ୧୦/୨୦ ମଧ୍ୟେ ଓ ରାତ୍ରି ଘ୦୭/୧୮ ଗତେ ଘ୦୮/୫୫ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୦୭ ମଧ୍ୟେ ଓ ଘ୦୧/୩୨ ଗତେ ଘ୦୨/୨୨ ମଧ୍ୟେ*
═✧*══•❁❀❁•═*════✧
*ଅଦ୍ୟ ବାଇଗଣ ସନ୍ଧ୍ୟା ଘ୦୫/୨୭ ଗତେ ବିରି ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*
*✧═════•❁❀❁•═════✧*
*🌹ବୃଷ🌹👉: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
*✧═════•❁❀❁•═════✧*
*🌹ମିଥୁନ🌹👉: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।*
*✧═════•❁❀❁•═════✧*
*🌹କର୍କଟ🌹👉: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।*
*✧═════•❁❀❁•═════✧*
*🌹ସିଂହ🌹👉: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।*
*✧═════•❁❀❁•═════✧*
*🌹କନ୍ୟା🌹👉: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।*
*✧═════•❁❀❁•═════✧*
*🌹ତୁଳା🌹👉: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।*
*✧═════•❁❀❁•═════✧*
*🌹ବିଛା🌹👉: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।*
*✧═════•❁❀❁•═════✧*
*🌹ଧନୁ🌹👉: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।*
*✧═════•❁❀❁•═════✧*
*🌹ମକର🌹👉: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।*
*✧═════•❁❀❁•═════✧*
*🌹କୁମ୍ଭ🌹👉: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।*
*✧═════•❁❀❁•═════✧*
*🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।*
#Dhabaleswar
#morningdarsan

1 week ago | [YT] | 51

Dhanush Express

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୧୩_୨_୨୦୨୬_ଶୁକ୍ରବାର
*ସମ୍ବତ୍ସର-ସିଦ୍ଧାର୍ଥ*
*ଫାଲଗୁନମାସ- କୃଷ୍ଣପକ୍ଷ*
*ତିଥି- ଏକାଦଶୀ ଦିବା ଘ୦୨/୪୫ ଗତେ ଦ୍ଵାଦଶୀ*
*ନକ୍ଷତ୍ର- ମୂଳା ଦିବା ଘ୦୫/୧୦ ଗତେ ପୁର୍ବାଷାଢ଼।*
*ଚନ୍ଦ୍ର- ଧନୁ*
*ଯୋଗ- ବଜ୍ର*
*କରଣ - ବାଳବ*
*ସୌରମାସ- କୁମ୍ଭ ୦୧ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃଘ୦୬/୨୧/୧୫*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୧/୪୬*
*✧═════•❁❀
*ଯୋଗିନୀ ଅଗ୍ନିକୋଣେ ଦିବା ଘ୦୨/୪୫ ଗତେ ନୈରୁତକୋଣେ*
*ତୁଳା ଓ କୁମ୍ବ ରାଶିର ଘାତଚନ୍ଦ୍ର*
*ବିଛା,ଧନୁ ଓ ମୀନ ରାଶିର ଘାତବାର*
*ଏକାଦଶୀ ର ଏକୋଦିଷ୍ଟ ଶ୍ରାଦ୍ଧ*
*ମୃତେ ଦିବା ଘ୦୨/୪୫ ଗତେ ଏକ ପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା ଓ ବାରବେଳା- ଦିବା ଘ୦୯/୦୬ ଗତେ ଘ୧୧/୫୫ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୫୮ ମଧ୍ୟେ ଓ ଘ୦୮/୪୪ ଗତେ ଘ୦୯/୦୫ ମଧ୍ୟେ ଓ ଘ୦୧/୩୩ଗତେ ଘ୦୩/୧୦ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୨୭ ଗତେ ଘ୧୧/୦୫ ମଧ୍ୟେ*
═✧*══•❁❀❁•═*════✧
*ଅଦ୍ୟ ଶିମ୍ବ ଦିବା ଘ୦୨/୪୫ଗତେ ପୋଈ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ : 👉ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*
*✧═════•❁❀❁•═════✧*
*ବୃଷ :👉 ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।*
*✧═════•❁❀❁•═════✧*
*ମିଥୁନ : 👉ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।*
*✧═════•❁❀❁•═════✧*
*କର୍କଟ : 👉ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।*
*✧═════•❁❀❁•═════✧*
*ସିଂହ :👉 ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।*
*✧═════•❁❀❁•═════✧*
*କନ୍ୟା : 👉ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।*
*✧═════•❁❀❁•═════✧*
*ତୁଳା : 👉ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ । ।*
*✧═════•❁❀❁•═════✧*
*ବିଛା : 👉ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।*
*✧═════•❁❀❁•═════✧*
*ଧନୁ : 👉ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।*
*✧═════•❁❀❁•═════✧*
*ମକର :👉 ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।*
*✧═════•❁❀❁•═════✧*
*କୁମ୍ଭ :👉 ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।*
*✧═════•❁❀❁•═════✧*
*ମୀନ : 👉ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।*
#jayjagannath

1 week ago | [YT] | 380

Dhanush Express

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୧୧_୨_୨୦୨୬_ବୁଧବାର
*ସମ୍ବତ୍ସର-ସିଦ୍ଧାର୍ଥ*
*ଫାଲଗୁନମାସ- କୃଷ୍ଣପକ୍ଷ*
*ତିଥି- ନବମୀ ଦିବା ଘ୧୦/୦୬ ଗତେ ଦଶମୀ*
*ନକ୍ଷତ୍ର- ଅନୁରାଧା ଦିବା ଘ୧୧/୪୧ ଗତେ ଜ୍ୟେଷ୍ଠା*
*ଚନ୍ଦ୍ର- ବିଛା*
*ଯୋଗ- ବ୍ୟାଘାତ*
*କରଣ - ଗର*
*ସୌରମାସ- ମକର ୨୯ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃଘ୦୬/୨୨/୧୫*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୦/୪୬*
*✧═════•❁❀
*ଯୋଗିନୀ ପୂର୍ବେ ଦିବା ଘ୧୦/୦୬ ଗତେ ଉତ୍ତରେ*
*କର୍କଟ ରାଶିର ଘାତବାର*
*ଦଶମୀ ପାର୍ବଣ ଶ୍ରାଦ୍ଧ*
*ମୃତେପୁଷ୍କର ଦୋଷ ନା ସ୍ତୀ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୯/୦୭ଗତେ ଘ୧୦/୩୪ମଧ୍ୟେ*
*ବାରବେଳା- ଦିବା ଘ୧୧/୫୭ ଗତେ ଘ୦୧/୨୪ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୫୭ ମଧ୍ୟେ ଓ ଘ୦୧/୨୫ଗତେ ଘ୦୨/୨୨ ମଧ୍ୟେ ଓ ରାତ୍ରି ଘ୦୬/୨୭ ଗତେ ଘ୦୮/୫୨ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୪୫ଗତେ ଘ୦୫/୪୦ ମଧ୍ୟେ ଓ ରାତ୍ରି ଘ୦୮/୫୬ ଗତେ ଘ୧୦/୨୬ ମଧ୍ୟେ*
═✧*══•❁❀❁•═*════✧
*ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ* 🌹👇
*ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।*
*✧═════•❁❀❁•═════✧*
*🌹ବୃଷ🌹👇*
*ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ଭ୍ରାତୃ ସମ୍ପର୍କରେ ଅବନତି ଘଟିବ।*

*✧═════•❁❀❁•═════✧*
*🌹ମିଥୁନ🌹👇*
*ଆଜି ଆପଣଙ୍କ ଅଭିଳାଷ ପୂରଣ ଓ ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟାକଲେ ନିଶ୍ଚିତ ଉପକୃତ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ। ପ୍ରତିବନ୍ଧକ କାରଣରୁ ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।*

*✧═════•❁❀❁•═════✧*
*🌹କର୍କଟ🌹👇*
*ଆଜି ଆପଣ ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ଦେଖାଦେବ। କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ, ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ପାରିବାରିକ ଜୀବନରେ ପକ୍ଷପାତିତା ଅଶାନ୍ତିର କାରଣ ହେବ।*

*✧═════•❁❀❁•═════✧*
*🌹ସିଂହ🌹👇*
*କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ, କିନ୍ତୁ କେତେକ କାମରେ ପଶ୍ଚାତାପ ଜନିତ ମନସ୍ତାପ କରିପାରନ୍ତି। ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି । ଦେହ ଭଲ ରହିବା ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଶା କରିଥିବା ଜିନିଷ ବିଳମ୍ବରେ ପାଇବେ।*

*✧═════•❁❀❁•═════✧*
*🌹କନ୍ୟା🌹👇*
*ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ ।*

*✧═════•❁❀❁•═════✧*
*🌹ତୁଳା🌹👇*
*ଅର୍ଥନୈତିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ଅନୁଭବ କରି ଖୁସୀ । ବନ୍ଧୁଙ୍କ ଜରିଆରେ କୌଣସି ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କର୍ମକ୍ଳାନ୍ତ ଶରୀର ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହେବା ସୂଚନା ରହିଛି ।*
*✧═════•❁❀❁•═════✧*

*🌹ବିଛା🌹👇*
*ଆଜି ଲକ୍ଷ୍ୟହୀନ ଭ୍ରମଣ ସାଙ୍ଗକୁ କାର୍ଯ୍ୟ କ୍ଷେତ୍ରକୁ ଶୃଙ୍ଖଳିତ ରହିବ ନାହିଁ। ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରର ଘଟଣା ଗୁଡ଼ାକ ଅସାଧାରଣ ମନେହେବ। ପରିବାରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।*

*✧═════•❁❀❁•═════✧*
*🌹ଧନୁ🌹👇*
*ଆଜି ଅର୍ଥ ସମ୍ପର୍କିତ ସମସ୍ୟା ଦୁଶ୍ଚିନ୍ତାର କାରଣ ପାଲଟି ଯିବ । ଅବଶ୍ୟ ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ ।କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ।*
*✧═════•❁❀❁•═════✧*

*🌹ମକର🌹*👇
*ଆପଣଙ୍କୁ ବନ୍ଧୁଙ୍କ ପ୍ରତି ଅନୁରକ୍ତି ସୃଷ୍ଟିକରି ପାରିବାରିକ କଳହ ଦେଖାଦେଇପାରେ । ଅଫିସ୍‌ କାମରେ ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ । ପୂର୍ବ ଶତ୍ରୁତାକୁ ନେଇ ଈର୍ଷା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇଯାଇପାରନ୍ତି।*

*✧═════•❁❀❁•═════✧*
*🌹କୁମ୍ଭ🌹👇*
*ଆନୁଷଙ୍ଗିକ ସାହାଯ୍ୟ ଲାଭକରି ଅଟକି ରହିଥିବା କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ। ଅତୀତର ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଏଣୁ ସାବଧାନତା ନିତାନ୍ତ ଦରକାର। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।*
*✧═════•❁❀❁•═════✧*

*🌹ମୀନ🌹👇*
*ଆଜିର ଜୀବନଯାତ୍ରା ପାଇଁ ଅନୁକୂଳ ରହିବ। ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।*

#jaymaakatakachandi
#Dhanushexpress

1 week ago | [YT] | 186

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ ବିଷୟ ରେ ଜାଣିନେବ...
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୧୦_୨_୨୦୨୬_ମଙ୍ଗଳବାର
*ସମ୍ବତ୍ସର-ସିଦ୍ଧାର୍ଥ*
*ଫାଲଗୁନମାସ- କୃଷ୍ଣପକ୍ଷ*
*ତିଥି- ଅଷ୍ଟମୀ ଦିବା ଘ୦୭/୨୫ ଗତେ ନବମୀ*
*ନକ୍ଷତ୍ର- ବିଶାଖା ଦିବା ଘ୦୮/୩୫ ଗତେ ଅନୁରାଧା*
*ଚନ୍ଦ୍ର- ବିଛା*
*ଯୋଗ- ଧ୍ରୁବ*
*କରଣ - କୌଳବ*
*ସୌରମାସ- ମକର ୨୮ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃଘ୦୬/୨୨/୪୫*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୦/୧୫*
*✧═════•❁❀
*ଯୋଗିନୀ ଐଶାନ୍ୟା ଦିବା ଘ୦୭/୨୫ ଗତେ ପୂର୍ବେ*
*ମକର ରାଶିର ଘାତବାର*
*ନବମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଦ୍ଵି ପାଦ ଓ ଦିବା ଘ୦୮/୩୫ ଗତେ ଏକପାଦ ପୁସ୍କର ଦୋଷ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୧/୨୫ ଗତେ ଘ୦୨/୫୦ ମଧ୍ୟେ*
*ବାରବେଳା- ଦିବା ଘ୦୭/୪୫ ଗତେ ଘ୦୯/୧୨ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୧୨ଗତେ ଘ୧୧/୧୦ ମଧ୍ୟେ ଓ ଘ୦୧/୫୦ ଗତେ ଘ୦୨/୧୦ ମଧ୍ୟେ ଓ ଘ୦୩/୫୭ ଗତେ ଘ୦୫/୩୮ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═*════✧
*ଅଦ୍ୟ ଲାଉ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ*👉 : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*ବୃଷ:👉ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*
*✧═════•❁❀❁•═════✧*
*ମିଥୁନ:👉* *ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।*
*✧═════•❁❀❁•═════✧*
*କର୍କଟ: 👉ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।*
*✧═════•❁❀❁•═════✧*
*ସି˚ହ:👉 ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।*
*✧═════•❁❀❁•═════✧*
*କନ୍ୟା: 👉ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।*
*✧═════•❁❀❁•═════✧*
*ତୁଳା:*👉 *ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।*
*✧═════•❁❀❁•═════✧*
*ବିଛା:👉 କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।*
*✧═════•❁❀❁•═════✧*
*ଧନୁ:👉 ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।*
*✧═════•❁❀❁•═════✧*
*ମକର:*👉 *ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।*
*✧═════•❁❀❁•═════✧*
*କୁମ୍ଭ:👉ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।*
*✧═════•❁❀❁•═════✧*
*ମୀନ:👉ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ।

#maamangala
#morningdarsan
#Dhanushexpress

1 week ago | [YT] | 332